Compartir
Sua Muhanra Patara O Anyanya Galpa (en Oriya)
Pranabandhu Kar
(Autor)
·
Black Eagle Books
· Tapa Blanda
Sua Muhanra Patara O Anyanya Galpa (en Oriya) - Kar, Pranabandhu
Libro Nuevo
Importado
Envío: 11 a 13 días háb.
₡ 12.091
Costos de importación y 13% IVA incluídos en el precio ✅
Reseña del libro "Sua Muhanra Patara O Anyanya Galpa (en Oriya)"
ପ୍ରାଣବନ୍ଧୁ କର ଏକାଧାରରେ ଥିଲେ ଜଣେ ସଫଳ, ଆଦୃତ ଓ ଯଶସ୍ୱୀ ଗାଳ୍ପିକ ଓ ନାଟ୍ୟକାର । ସ୍ୱାଧୀନତା ପୂର୍ବ ଓ ପରବର୍ତ୍ତୀ ସମୟରେ ଆଧୁନିକ ଓଡ଼ିଆ ଗଳ୍ପଧାରାକୁ ଯେଉଁମାନେ ନୂତନ ଦିଗ୍]ଦର୍ଶନ ଦେଇଛନ୍ତି ସେମାନଙ୍କ ଭିତରୁ ସେ ହେଲେ ଅନ୍ୟତମ । ତାଙ୍କର ଗଳ୍ପଗୁଡ଼ିକ ବୈଚିତ୍ର]୍ୟପୂର୍ଣ୍ଣ, ବାସ୍ତବବାଦୀ, ଆଧୁନିକ ଓ ମନସ୍ତାତ୍ତ୍ୱିକ ବିଶ୍ଳେଷଣରେ ଭରପୂର । ଭାଷା ଓ ଉପସ୍ଥାପନା ଶୈଳୀ ଅତ୍ୟନ୍ତ ସ୍ୱାଭାବିକ, ସାବଲୀଳ ଓ ନାଟକୀୟ । ଅଧ୍ୟାପନା ବୃତ୍ତି ହେତୁ ସେ ସମାଜ, ପାରିପାଶ୍ୱିର୍କ ପରିବେଶ ଓ ସ୍ୱାଧୀନତା ପରେ ଦେଶର ପରିବର୍ତ୍ତନକୁ ଅତ୍ୟନ୍ତ ନିଖୁଣ ଭାବେ ନିରେଖି ତାଙ୍କ ସାହିତ୍ୟ ସୃଷ୍ଟି କରୁଥିଲେ । ସମକାଳୀନ ସମାଜର ଜୀବନ, ସଂଘର୍ଷ, ସୁଖ-ଦୁଃଖ, ଆଶା ଓ ନିରାଶା ଉପରେ ତାଙ୍କ ଗଳ୍ପଗୁଡ଼ିକ ମୁଖ୍ୟତଃ ଆଧାରିତ । ସେଗୁଡ଼ିକ ମଧ୍ୟରେ ଖୁବ୍ ସୁନ୍ଦର ଭାବେ ପ୍ରସ୍ଫୁଟିତ ପ୍ରେମ, ଉପେକ୍ଷିତ ବର୍ଗର ଉତ୍ପୀଡ଼ନ, ଶୋଷିତ ଆଦିବାସୀଙ୍କର ମର୍ମବେଦନା, ସେମାନଙ୍କର ପ୍ରତିବାଦ ଓ ସାଲିସବିହୀନ ସଂଗ୍ରାମ ପ୍ରତିଫଳିତ ହୋଇଛି । ଏସବୁରୁ ବାରି ହୋଇପଡ଼େ ପ୍ରାଣବନ୍ଧୁଙ୍କ ସାମ୍ୟବାଦ ବିଚାରଧାରା ଓ ଅନ୍ୟାୟ ବିରୋଧରେ ସ୍ୱର । ପ୍ରାଣବନ୍ଧୁ ନ ଥିଲେ ବହୁପ୍ରସୂ । ଦୀର୍ଘ ସାତ ଦଶନ୍ଧିର ସାହିତ୍ୟ ସାଧନାରେ ସେ ସୃଷ୍ଟି କରିଥିଲେ ମୋଟ ୫୨ଟି ଗପ । ତାଙ୍କ ସ୍ୱୀକାରୋକ୍ତି ଅନୁଯାୟୀ, ପତ୍ରପତ୍ରିକାର ସମ୍ପାଦକ ବା ଛାତ୍ରଛାତ୍ରୀଙ୍କ ବିନା ଚାପରେ ତାଙ୍କର କ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.